Psalms 19:12 — Compare Translations
5 translations compared side by side
Odia - 1840
"କହେି ନିଜର ସମସ୍ତ ଭ୍ରାନ୍ତ ଧାରଣାକୁ ବୁଝିପାରନ୍ତି ନାହିଁ। ତଣେୁ ମାେତେ ଗୁପ୍ତ ପାପ କରିବାରୁ ନିବୃତ୍ତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର ।
Odia Bible ERV 2004 (ପବିତ୍ର ବାଇବଲ)
କେହି ନିଜର ସମସ୍ତ ଭ୍ରାନ୍ତ ଧାରଣାକୁ ବୁଝିପାରନ୍ତି ନାହିଁ। ତେଣୁ ମୋତେ ଗୁପ୍ତ ପାପ କରିବାରୁ ନିବୃତ୍ତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର।
Odia IRV 2017 (ଓଡିଆ ବାଇବେଲ)
ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର।