Psalms 19:13 — Compare Translations

5 translations compared side by side

Odia - 1840
"ମୁଁ ଯେଉଁ ପାପସବୁ କରିବାକୁ ଚାହୁଁଛି ମାେତେ ସେଥିରୁ ନିବୃତ୍ତ କର। ସହେି ପାପସବୁ ୟପରେି ମାେ ଉପରେ ଶାସନ ନ କରୁ। ତୁମ୍ଭେ ୟଦି ମାେତେ ସାହାୟ୍ଯ କରିବ ତା' ହେଲେ ମୁଁ ଶୁଦ୍ଧ ଜୀବନୟାପନ ସହିତ ସମସ୍ତ ପାପରୁ ମୁକ୍ତ ହାଇେ ପାରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋʼ ଉପରେ କର୍ତ୍ତୃତ୍ଵ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି ମହାପରାଧରୁ ପରିଷ୍କୃତ ହେବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯେଉଁ ପାପସବୁ କରିବାକୁ ଗ୍ଭହୁଁଛି ମୋତେ ସେଥିରୁ ନିବୃତ୍ତ କର। ସେହି ପାପସବୁ ଯେପରି ମୋ’ ଉପରେ ଶାସନ ନ କରୁ। ତୁମ୍ଭେ ଯଦି ମୋତେ ସାହାଯ୍ୟ କରିବ ତା’ହେଲେ ମୁଁ ଶୁଦ୍ଧ ଜୀବନଯାପନ ସହିତ ସମସ୍ତ ପାପରୁ ମୁକ୍ତ ହୋଇ ପାରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋʼ ଉପରେ କର୍ତ୍ତୃତ୍ୱ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି, ମହାପରାଧରୁ ପରିଷ୍କୃତ ହେବି।
Odia IRV 2017 (ଓଡିଆ ବାଇବେଲ)
ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋ’ ଉପରେ କର୍ତ୍ତୃତ୍ୱ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି, ମହାପରାଧରୁ ପରିଷ୍କୃତ ହେବି।