Psalms 19:14 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମୁଁ ଆଶା କରୁଛି ମାରେ କଥା ଓ ଭାବନା ନିଶ୍ଚଯ ତୁମ୍ଭକୁ ସନ୍ତୁଷ୍ଟ କରିବ। ତୁମ୍ଭେ ମାରେ ଦୃଢ଼ ବିଶ୍ବାସର ପଥର ପରି ପ୍ରତୀକ ସଦୃଶ। ତୁମ୍ଭେ ହିଁ କବଳେ ମାରେ ରକ୍ଷାକର୍ତ୍ତା ଅଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋʼ ମୁଖର ବାକ୍ୟ ଓ ମୋʼ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଁ ଆଶା କରୁଛି ମୋର କଥା ଓ ଭାବନା ନିଶ୍ଚୟ ତୁମ୍ଭକୁ ସନ୍ତୁଷ୍ଟ କରିବ। ତୁମ୍ଭେ ମୋର ଦୃଢ଼ ବିଶ୍ୱାସର ପଥର ପରି ପ୍ରତୀକ ସଦୃଶ। ତୁମ୍ଭେ ହିଁ କେବଳ ମୋର ରକ୍ଷାକର୍ତ୍ତା ଅଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋʼ ମୁଖର ବାକ୍ୟ ଓ ମୋʼ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋ’ ମୁଖର ବାକ୍ୟ ଓ ମୋ’ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ।