Psalms 19:2 — Compare Translations
5 translations compared side by side
Odia - 1840
"ପ୍ରତି ନୂତନ ଦିନ, ନୂଆ ନୂଆ କାହାଣୀ କହିଚାଲେ। ପ୍ରେତ୍ୟକକ ରାତ୍ରି ପରମେଶ୍ବରଙ୍କ ଶକ୍ତି ବିଷଯରେ ନାନା ତଥ୍ଯ ପ୍ରଦାନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତି ନୂତନ ଦିନ, ନୂଆ ନୂଆ କାହାଣୀ କହିଗ୍ଭଲେ। ପ୍ରତ୍ୟେକ ରାତ୍ରି ପରମେଶ୍ୱରଙ୍କ ଶକ୍ତି ବିଷୟରେ ନାନା ତଥ୍ୟ ପ୍ରଦାନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ।
Odia IRV 2017 (ଓଡିଆ ବାଇବେଲ)
ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ।