Psalms 19:3 — Compare Translations
5 translations compared side by side
Odia - 1840
"ତୁମ୍ଭେ କୌଣସି ବାକ୍ଯ କିମ୍ବା ଶବ୍ଦ ଶୁଣିପାର ନାହିଁ କାରଣ ଏହା କୌଣସି ଶବ୍ଦ ସୃଷ୍ଟି କରେ ନାହିଁ, ୟାହାକୁ ଆମ୍ଭେ ଶୁଣି ପାରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୌଣସି ବାକ୍ୟ କି ଭାଷା ନ ଥାଏ; ସେମାନଙ୍କ ରବ ଶୁଣାଯାଇ ନ ପାରେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କୌଣସି ବାକ୍ୟ କିମ୍ବା ଶବ୍ଦ ଶୁଣିପାର ନାହିଁ କାରଣ ଏହା କୌଣସି ଶବ୍ଦ ସୃଷ୍ଟି କରେ ନାହିଁ, ଯାହାକୁ ଆମ୍ଭେ ଶୁଣି ପାରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୌଣସି ବାକ୍ୟ କି ଭାଷା ନ ଥାଏ; ସେମାନଙ୍କ ରବ ଶୁଣାଯାଇ ନ ପାରେ।
Odia IRV 2017 (ଓଡିଆ ବାଇବେଲ)
କୌଣସି ବାକ୍ୟ କି ଭାଷା ନ ଥାଏ; ସେମାନଙ୍କ ରବ ଶୁଣାଯାଇ ନ ପାରେ।