Psalms 19:4 — Compare Translations

5 translations compared side by side

Odia - 1840
"କିନ୍ତୁ ସମାନଙ୍କେର କଣ୍ଠସ୍ବର ସମଗ୍ର ପୃଥିବୀରେ ଶୁଣାୟାଏ। ସମାନଙ୍କେର ବାକ୍ଯ ପୃଥିବୀର ଶଷେ ସୀମାକୁ ୟାଇପାରିବ। ଆକାଶ ହେଉଛି ସୂର୍ୟ୍ଯର ବାସସ୍ଥଳୀ ଭଳି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ । ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେମାନଙ୍କର “କଣ୍ଠସ୍ୱର” ସମଗ୍ର ପୃଥିବୀରେ ଶୁଣାଯାଏ। ସେମାନଙ୍କର “ବାକ୍ୟ” ପୃଥିବୀର ଶେଷ ସୀମାକୁ ଯାଇପାରିବ। ଆକାଶ ହେଉଛି ସୂର୍ଯ୍ୟର ବାସସ୍ଥଳୀ ଭଳି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ। ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ତଥାପି ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ। ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି,