Psalms 19:5 — Compare Translations

5 translations compared side by side

Odia - 1840
"ସୂର୍ୟ୍ଯ ଆପଣା ଅନ୍ତଃପୂରରୁ ବରପରି ବାହାରି ଆସେ। ସୂର୍ୟ୍ଯ ଆକାଶରେ ଚାଲିବାକୁ ଆରମ୍ଭ କରେ। ଠିକ୍ ୟମେିତି ଜଣେ କ୍ରୀଡ଼ାବିତ୍ ଦୌଡ଼ ପ୍ରତିଯୋଗିତାରେ ଦୌଡ଼େ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟ ଓ ସେ ଆପଣା ପଥରେ ଦୌଡ଼ିବା ପାଇଁ ବୀର ତୁଲ୍ୟ ଆନନ୍ଦ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ସୂର୍ଯ୍ୟ ଆପଣା ଅନ୍ତଃପୂରରୁ ବରପରି ବାହାରି ଆସେ। ସୂର୍ଯ୍ୟ ଆକାଶରେ ଗ୍ଭଲିବାକୁ ଆରମ୍ଭ କରେ। ଠିକ୍ ଯେମିତି ଜଣେ କ୍ରୀଡ଼ାବିତ୍ ଦୌଡ଼ ପ୍ରତିଯୋଗିତାରେ ଦୌଡ଼େ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟ ଓ ସେ ଆପଣା ପଥରେ ଦୌଡ଼ିବା ପାଇଁ ବୀର ତୁଲ୍ୟ ଆନନ୍ଦ କରେ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟ ଓ ସେ ଆପଣା ପଥରେ ଦୌଡ଼ିବା ପାଇଁ ବୀର ତୁଲ୍ୟ ଆନନ୍ଦ କରେ।