Psalms 19:6 — Compare Translations

5 translations compared side by side

Odia - 1840
"ସୂର୍ୟ୍ଯ ଆକାଶର ଗୋଟିଏ ଦିଗରୁ ଅନ୍ୟ ଦିଗ ପର୍ୟ୍ଯନ୍ତ ଦୌଡ଼ି ଦୌଡ଼ି ୟାଏ। ତା'ର ଉତ୍ତପ୍ତ କିରଣରୁ କୌଣସି ବସ୍ତ୍ର ଗୁପ୍ତ ହାଇେ ରହିପାରିବ ନାହିଁ। ସଦାପଭ୍ରୁଙ୍କ ନୀତିଶିକ୍ଷାଗୁଡ଼ିକ ଠିକ୍ ସହେିଭଳି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆକାଶମଣ୍ତଳର ପ୍ରାନ୍ତରୁ ତାହାର ଉଦୟ ଓ ତହିଁର ଅନ୍ୟ ପ୍ରା; ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସୂର୍ଯ୍ୟ ଆକାଶର ଗୋଟିଏ ଦିଗରୁ ଅନ୍ୟ ଦିଗ ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ଯାଏ। ତା’ର ଉତ୍ତପ୍ତ କିରଣରୁ କୌଣସି ବସ୍ତୁ ଗୁପ୍ତ ହୋଇ ରହିପାରିବ ନାହିଁ। ସଦାପ୍ରଭୁଙ୍କ ନୀତିଶିକ୍ଷାଗୁଡ଼ିକ ଠିକ୍ ସେହିଭଳି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆକାଶମଣ୍ଡଳର ପ୍ରାନ୍ତରୁ ତାହାର ଉଦୟ ଓ ତହିଁର ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ।
Odia IRV 2017 (ଓଡିଆ ବାଇବେଲ)
ଆକାଶମଣ୍ଡଳର ପ୍ରାନ୍ତରୁ ତାହାର ଉଦୟ ଓ ତହିଁର ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ।