Psalms 19:7 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ। ସଗେୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ। ସଦାପ୍ରଭୁଙ୍କର ବ୍ଯବସ୍ଥାକୁ ବିଶ୍ବାସ କରାୟାଇପାରେ। ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ଵାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ। ସେଗୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ। ସଦାପ୍ରଭୁଙ୍କର ବ୍ୟବସ୍ଥାକୁ ବିଶ୍ୱାସ କରାଯାଇପାରେ। ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣ-ବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣ-ବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ