Psalms 19:8 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କର ବ୍ଯବସ୍ଥାସବୁ ୟଥାର୍ଥ। ସଗେୁଡ଼ିକ ଲୋକଙ୍କୁ ସୁଖୀ କରାଏ। ସଦାପଭ୍ରୁଙ୍କ ଆଜ୍ଞା ନିର୍ମଳ। ଏହା ଲୋକମାନଙ୍କୁ ପ୍ରକୃତ ମାର୍ଗରେ ବଞ୍ଚିବା ପାଇଁ ସାହାୟ୍ଯ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ବ୍ୟବସ୍ଥାସବୁ ଯଥାର୍ଥ। ସେଗୁଡ଼ିକ ଲୋକଙ୍କୁ ସୁଖୀ କରାଏ। ସଦାପ୍ରଭୁଙ୍କ ଆଜ୍ଞା ନିର୍ମଳ। ଏହା ଲୋକମାନଙ୍କୁ ପ୍ରକୃତ ମାର୍ଗରେ ବଞ୍ଚିବା ପାଇଁ ସାହାଯ୍ୟ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ।