Psalms 19:9 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କର ଉପାସନା ଆ ଲୋକ ସଦୃଶ। ୟାହା ଚିରକାଳ ଆହୁରି ଉଜ୍ଜ୍ବଳ ଆ ଲୋକ ପ୍ରଦାନ କରେ। ସଦାପ୍ରଭୁଙ୍କର ବିଚାର ପଦ୍ଧତି ନିର୍ମଳ ଓ ନ୍ଯାଯପୂର୍ଣ୍ଣ। ସଗେୁଡ଼ିକ ସର୍ବତୋଭାବେ ସତ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ । ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ଉପାସନା ଆଲୋକ ସଦୃଶ। ଯାହା ଚିରକାଳ ଆହୁରି ଉଜ୍ଜ୍ୱଳ ଆଲୋକ ପ୍ରଦାନ କରେ। ସଦାପ୍ରଭୁଙ୍କର ବିଗ୍ଭର ପଦ୍ଧତି ନିର୍ମଳ ଓ ନ୍ୟାୟପୂର୍ଣ୍ଣ। ସେଗୁଡ଼ିକ ସର୍ବତୋଭାବେ ସତ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ। ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ। ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ।