Psalms 2:1 — Compare Translations
5 translations compared side by side
Odia - 1840
"କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି, କାହିଁକି ସମାନେେ ମନ୍ଦ ଯୋଜନା କରନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ଅନର୍ଥକ ବିଷୟ ଭାଳନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି? କାହିଁକି ସେମାନେ ମନ୍ଦ ଯୋଜନା କରନ୍ତି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ବୃଥାରେ ଷଡ଼ଯନ୍ତ୍ର କରନ୍ତି?
Odia IRV 2017 (ଓଡିଆ ବାଇବେଲ)
ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ବୃଥାରେ ଷଡଯନ୍ତ୍ର କରନ୍ତି?