Psalms 2:10 — Compare Translations
5 translations compared side by side
Odia - 1840
"ଏଣୁ ହେ ରାଜାଗଣ ତୁମ୍ଭେ ବୁଦ୍ଧିମାନ ହୁଅ। ହେ ଶାସକଗଣ ଏହି କଥାକୁ ଶିକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ହେ ରାଜଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ହେ ରାଜାଗଣ ତୁମ୍ଭେ ବୁଦ୍ଧିମାନ ହୁଅ। ହେ ଶାସକଗଣ ଏହି କଥାକୁ ଶିକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କାରଣରୁ, ହେ ରାଜାଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର।
Odia IRV 2017 (ଓଡିଆ ବାଇବେଲ)
ଏହି କାରଣରୁ, ହେ ରାଜାଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର।