Psalms 2:11 — Compare Translations

5 translations compared side by side

Odia - 1840
"ପ୍ରଭୁଙ୍କୁ ଭୟର ସହିତ ଭକ୍ତି କର ଓ ମାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁଙ୍କୁ ଭୟର ସହିତ ଭକ୍ତି କର ଓ ମାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର।
Odia IRV 2017 (ଓଡିଆ ବାଇବେଲ)
ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର।