Psalms 2:12 — Compare Translations

5 translations compared side by side

Odia - 1840
"ଦଖାଇଦେିଅ ୟେ ତୁମ୍ଭମାନେେ ତାଙ୍କର ପୁତ୍ର ତାହାଙ୍କ ପ୍ରତି ଅନୁରକ୍ତ ଅଟ ତା' ନ ହେଲେ ସେ କ୍ରୋଧିତ ହବେେ ଏବଂ ତୁମ୍ଭମାନଙ୍କୁ ବିନାଶ କରିବେ। ଯେଉଁମାନେ ସଦାପ୍ରଭୁଙ୍କର ବିଶ୍ବାସୀ ସମାନେେ ସୁଖ-ଶାନ୍ତିରେ ଜୀବନ ବିତାନ୍ତି। କିନ୍ତୁ ଅନ୍ୟମାନେ ସାବଧାନ ହବୋ ଉଚିତ୍ କାରଣ ସଦାପ୍ରଭୁଙ୍କ କୋର୍ଧର ଶିକାର ସମାନେେ ୟେ କୌଣସି ସମଯରେ ଧନ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁତ୍ରଙ୍କୁ ଚୁମ୍ଵନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ଵଳିତ ହେବ । ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖାଇଦିଅ ଯେ ତୁମ୍ଭେମାନେ ତାଙ୍କର ପୁତ୍ର ତାହାଙ୍କ ପ୍ରତି ଅନୁରକ୍ତ ଅଟ ତା’ ନ ହେଲେ ସେ କ୍ରୋଧିତ ହେବେ ଏବଂ ତୁମ୍ଭମାନଙ୍କୁ ବିନାଶ କରିବେ। ଯେଉଁମାନେ ସଦାପ୍ରଭୁଙ୍କର ବିଶ୍ୱାସୀ ସେମାନେ ସୁଖ-ଶାନ୍ତିରେ ଜୀବନ ବିତାନ୍ତି। କିନ୍ତୁ ଅନ୍ୟମାନେ ସାବଧାନ ହେବା ଉଚିତ୍ କାରଣ ସଦାପ୍ରଭୁଙ୍କ କ୍ରୋଧର ଶିକାର ସେମାନେ ଯେକୌଣସି ସମୟରେ ଧନ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେସମସ୍ତେ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ।