Psalms 2:3 — Compare Translations
5 translations compared side by side
Odia - 1840
"ସହେି ନେତାମାନେ କୁହନ୍ତି, ଆସ ଆମ୍ଭେ ପରମେଶ୍ବର ଓ ତାଙ୍କ ଅଭିଷିକ୍ତ ରାଜାଙ୍କ ବିରୁଦ୍ଧରେ ବିଦ୍ରୋହ କରିବା। ଆସ ସମାନଙ୍କେଠାରୁ ଆମ୍ଭର ବନ୍ଧନ ଚ୍ଛିନ୍ନ କରି ମୁକ୍ତ ହାଇଯେିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆସ, ଆମ୍ଭେମାନେ ସେମାନଙ୍କ ବନ୍ଧନ ଛିଣ୍ତାଇ ପକାଉ ଓ ଆମ୍ଭମାନଙ୍କ ନିକଟରୁ ସେମାନଙ୍କ ରଜ୍ଜୁ ଦୂର କରି ଦେଉ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ନେତାମାନେ କୁହନ୍ତି, “ଆସ ଆମ୍ଭେ ପରମେଶ୍ୱର ଓ ତାଙ୍କ ଅଭିଷିକ୍ତ ରାଜାଙ୍କ ବିରୁଦ୍ଧରେ ବିଦ୍ରୋହ କରିବା। ଆସ ସେମାନଙ୍କଠାରୁ ଆମ୍ଭର ବନ୍ଧନ ଚ୍ଛିନ୍ନ କରି ମୁକ୍ତ ହୋଇଯିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆସ, ଆମ୍ଭେମାନେ ସେମାନଙ୍କ ବନ୍ଧନ ଛିଣ୍ଡାଇ ପକାଉ ଓ ଆମ୍ଭମାନଙ୍କ ନିକଟରୁ ସେମାନଙ୍କ ରଜ୍ଜୁ ଦୂର କରିଦେଉ।”
Odia IRV 2017 (ଓଡିଆ ବାଇବେଲ)
ଆସ, ଆମ୍ଭେମାନେ ସେମାନଙ୍କ ବନ୍ଧନ ଛିଣ୍ଡାଇ ପକାଉ ଓ ଆମ୍ଭମାନଙ୍କ ନିକଟରୁ ସେମାନଙ୍କ ରଜ୍ଜୁ ଦୂର କରି ଦେଉ।