Psalms 2:4 — Compare Translations
5 translations compared side by side
Odia - 1840
"କିନ୍ତୁ ମାରେ ପ୍ରଭୁ ୟିଏକି 'ସ୍ବର୍ଗର ରାଜା' ସମାନଙ୍କେ ଏପରି କଥାକୁ ପରିହାସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ସ୍ଵର୍ଗରେ ଉପବିଷ୍ଟ, ସେ ହସିବେ; ପ୍ରଭୁ ସେମାନଙ୍କୁ ପରିହାସ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୋର ପ୍ରଭୁ ଯିଏକି ‘ସ୍ୱର୍ଗର ରାଜା’ ସେମାନଙ୍କ ଏପରି କଥାକୁ ପରିହାସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ସ୍ୱର୍ଗରେ ଉପବିଷ୍ଟ, ସେ ହସିବେ; ପ୍ରଭୁ ସେମାନଙ୍କୁ ପରିହାସ କରିବେ।
Odia IRV 2017 (ଓଡିଆ ବାଇବେଲ)
ଯେ ସ୍ୱର୍ଗରେ ଉପବିଷ୍ଟ, ସେ ହସିବେ; ପ୍ରଭୁ ସେମାନଙ୍କୁ ପରିହାସ କରିବେ।