Psalms 2:5 — Compare Translations

5 translations compared side by side

Odia - 1840
"କିନ୍ତୁ ପରମେଶ୍ବର ସମାନଙ୍କେ ଉପରେ କ୍ରୋଧିତ ହୁଅନ୍ତି ଏବଂ କୁହନ୍ତି, ମୁଁ ଏହି ବ୍ଯକ୍ତିକୁ ରାଜା ହବୋକୁ ପସନ୍ଦ କରିଛି ଏବଂ ସେ ସିୟୋନ ପର୍ବତରେ ଶାସନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେ ଓ ଆପଣା ମହାକୋପରେ ସେମାନଙ୍କୁ ବ୍ୟାକୁଳ କରିବେ;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱର ସେମାନଙ୍କ ଉପରେ କ୍ରୋଧିତ ହୁଅନ୍ତି ଏବଂ କୁହନ୍ତି, “ମୁଁ ଏହି ବ୍ୟକ୍ତିକୁ ରାଜା ହେବାକୁ ପସନ୍ଦ କରିଛି ଏବଂ ସେ ସିୟୋନ ପର୍ବତରେ ଶାସନ କରିବ। ସିୟୋନ ହେଉଛି ମୋର ପବିତ୍ର ପର୍ବତ।” ସଦାପ୍ରଭୁଙ୍କର ଏହିସବୁ ବାକ୍ୟ ନେତାମାନଙ୍କୁ ସ୍ଥାପନ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେ ଓ ଆପଣା ମହାକୋପରେ ସେମାନଙ୍କୁ ବ୍ୟାକୁଳ କରିବେ;
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେ ଓ ଆପଣା ମହାକୋପରେ ସେମାନଙ୍କୁ ବ୍ୟାକୁଳ କରିବେ;