Psalms 2:6 — Compare Translations
4 translations compared side by side
Odia - 1840
"ସିୟୋନ ହେଉଛି ମାରେ ପବିତ୍ର ପର୍ବତ। ସଦାପ୍ରଭୁଙ୍କର ଏହିସବୁ ବାକ୍ଯ ନେତାମାନଙ୍କୁ ସ୍ଥାପନ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।