Psalms 2:7 — Compare Translations

5 translations compared side by side

Odia - 1840
"ମୁଁ ବର୍ତ୍ତମାନ ସଦାପ୍ରଭୁଙ୍କ ସହେି ନିଯମ ଘୋଷଣା କରୁଛି। ସଦାପ୍ରଭୁ ମାେତେ କହିଲେ, ଆଜିଠାରୁ ମୁଁ ତୁମ୍ଭର ପିତା ହେଲ ଓ ତୁମ୍ଭେ ମାରେ ପୁତ୍ର ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ବର୍ତ୍ତମାନ ସଦାପ୍ରଭୁଙ୍କ ସେହି ନିୟମ ଘୋଷଣା କରୁଛି। ସଦାପ୍ରଭୁ ମୋତେ କହିଲେ, “ଆଜିଠାରୁ ମୁଁ ତୁମ୍ଭର ପିତା ହେଲି ଓ ତୁମ୍ଭେ ମୋର ପୁତ୍ର ହେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।