Psalms 2:8 — Compare Translations
5 translations compared side by side
Odia - 1840
"ୟଦି ତୁମ୍ଭେ ମାେତେ ମାଗିବ, ମୁଁ ତୁମ୍ଭକୁ ସମସ୍ତ ରାଜ୍ଯ ଦାନ କରିବି। ପୃଥିବୀରେ ବାସ କରୁଥିବା ସମସ୍ତ ଲୋକ ତୁମ୍ଭର ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ମୋତେ ମାଗିବ, ମୁଁ ତୁମ୍ଭକୁ ସମସ୍ତ ରାଜ୍ୟ ଦାନ କରିବି। ପୃଥିବୀରେ ବାସ କରୁଥିବା ସମସ୍ତ ଲୋକ ତୁମ୍ଭର ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା।