Psalms 2:9 — Compare Translations
5 translations compared side by side
Odia - 1840
"ତୁମ୍ଭେ ସହେି ରାଜ୍ଯସବୁକୁ ମାଟିପାତ୍ରକୁ ଲୁହାଛଡ଼ରେ ଖଣ୍ଡ ଖଣ୍ଡ କରି ଗୁଣ୍ଡ କଲାଭଳି ଧ୍ବଂସ କରିଦଇେ ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଲୌହଦଣ୍ତରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେହି ରାଜ୍ୟସବୁକୁ ମାଟିପାତ୍ରକୁ ଲୁହାଛଡ଼ରେ ଖଣ୍ଡ ଖଣ୍ଡ କରି ଗୁଣ୍ଡ କଲାଭଳି ଧ୍ୱଂସ କରିଦେଇ ପାରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।”