Psalms 20:1 — Compare Translations

5 translations compared side by side

Odia - 1840
"ତୁମ୍ଭେ ଯେତବେେଳେ ବିପଦରେ ପଡ଼ିଥାଅ, ସହେି ସଦାପଭ୍ରୁ ତୁମ୍ଭର ଡ଼ାକ ଶୁଣି ତୁମ୍ଭକୁ ସାହାୟ୍ଯ କରିବାକୁ ଆଗଇେ ଆସନ୍ତୁ। ୟାକୁବଙ୍କର ପରମେଶ୍ବର ତୁମ୍ଭକୁ ରକ୍ଷା କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ; ଯାକୁବର ପରମେଶ୍ଵରଙ୍କ ନାମ ତୁମ୍ଭକୁ ଉଚ୍ଚରେ ସ୍ଥାପନ କରୁ;
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଏକ ଗୀତ। ତୁମ୍ଭେ ଯେତେବେଳେ ବିପଦରେ ପଡ଼ିଥାଅ, ସେହି ସଦାପ୍ରଭୁ ତୁମ୍ଭର ଡାକ ଶୁଣି ତୁମ୍ଭକୁ ସାହାଯ୍ୟ କରିବାକୁ ଆଗେଇ ଆସନ୍ତୁ। ଯାକୁବଙ୍କର ପରମେଶ୍ୱର ତୁମ୍ଭକୁ ରକ୍ଷା କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ; ଯାକୁବର ପରମେଶ୍ୱରଙ୍କ ନାମ ତୁମ୍ଭକୁ ରକ୍ଷା ସ୍ଥାପନ କରନ୍ତୁ;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ; ଯାକୁବର ପରମେଶ୍ୱରଙ୍କ ନାମ ତୁମ୍ଭକୁ ରକ୍ଷା ସ୍ଥାପନ କରନ୍ତୁ;