Psalms 20:2 — Compare Translations

5 translations compared side by side

Odia - 1840
"ପରମେଶ୍ବର ତାଙ୍କର ପବିତ୍ରସ୍ଥାନରୁ ତୁମ୍ଭକୁ ସାହାୟ୍ଯ ପଠାନ୍ତୁ। ସିୟୋନ ପର୍ବତରୁ ସେ ତୁମ୍ଭକୁ ସାହାୟ୍ଯ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପବିତ୍ର ସ୍ଥାନରୁ ତୁମ୍ଭର ସାହାଯ୍ୟ ପଠାଉନ୍ତୁ, ସିୟୋନଠାରୁ ତୁମ୍ଭକୁ ବଳବାନ କରନ୍ତୁ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କର ପବିତ୍ର ସ୍ଥାନରୁ ତୁମ୍ଭକୁ ସାହାଯ୍ୟ ପଠାନ୍ତୁ। ସିୟୋନ ପର୍ବତରୁ ସେ ତୁମ୍ଭକୁ ସାହାଯ୍ୟ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପବିତ୍ର ସ୍ଥାନରୁ ତୁମ୍ଭର ସାହାଯ୍ୟ ପଠାଉନ୍ତୁ, ସିୟୋନଠାରୁ ତୁମ୍ଭକୁ ବଳବାନ କରନ୍ତୁ;
Odia IRV 2017 (ଓଡିଆ ବାଇବେଲ)
ସେ ପବିତ୍ର ସ୍ଥାନରୁ ତୁମ୍ଭର ସାହାଯ୍ୟ ପଠାଉନ୍ତୁ, ସିୟୋନଠାରୁ ତୁମ୍ଭକୁ ବଳବାନ କରନ୍ତୁ;