Psalms 20:3 — Compare Translations
5 translations compared side by side
Odia - 1840
"ତୁମ୍ଭର ଉପହାର ସବୁ ୟାହା ତାଙ୍କ ଉଦ୍ଦେଶ୍ଯରେ ଅର୍ପିତ, ପରମେଶ୍ବର ତାକୁ ଗ୍ରହଣ କରନ୍ତୁ। ତୁମ୍ଭର ହାମବେଳୀକୁ ସେ ଗ୍ରହଣ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ନୈବେଦ୍ୟସବୁ ସ୍ମରଣ କରନ୍ତୁ, ପୁଣି ତୁମ୍ଭର ହୋମବଳି ଗ୍ରହଣ କରନ୍ତୁ; [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଉପହାର ସବୁ ଯାହା ତାଙ୍କ ଉଦ୍ଦେଶ୍ୟରେ ଅର୍ପିତ, ପରମେଶ୍ୱର ତାକୁ ଗ୍ରହଣ କରନ୍ତୁ। ତୁମ୍ଭର ହୋମବଳିକୁ ସେ ଗ୍ରହଣ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ନୈବେଦ୍ୟସବୁ ସ୍ମରଣ କରନ୍ତୁ, ପୁଣି, ତୁମ୍ଭର ହୋମବଳି ଗ୍ରହଣ କରନ୍ତୁ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ନୈବେଦ୍ୟସବୁ ସ୍ମରଣ କରନ୍ତୁ, ପୁଣି, ତୁମ୍ଭର ହୋମବଳି ଗ୍ରହଣ କରନ୍ତୁ; [ସେଲା]