Psalms 20:4 — Compare Translations

5 translations compared side by side

Odia - 1840
"ତୁମ୍ଭେ ୟାହା ଚାହୁଁଛ, ପରମେଶ୍ବର ତୁମ୍ଭକୁ ତାହା ପ୍ରଦାନ କରନ୍ତୁ। ସେ ତୁମ୍ଭର ସକଳ ମନସ୍କାମନା ପୂରଣ କରନ୍ତୁ ଓ ତୁମ୍ଭର ସକଳ ଯୋଜନାକୁ ସଫଳ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ ଓ ତୁମ୍ଭର ମନ୍ତ୍ରଣାସବୁ ସିଦ୍ଧ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯାହା ଗ୍ଭହୁଁଛ, ପରମେଶ୍ୱର ତୁମ୍ଭକୁ ତାହା ପ୍ରଦାନ କରନ୍ତୁ। ସେ ତୁମ୍ଭର ସକଳ ମନସ୍କାମନା ପୂରଣ କରନ୍ତୁ ଓ ତୁମ୍ଭର ସକଳ ଯୋଜନାକୁ ସଫଳ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ ଓ ତୁମ୍ଭର ଯୋଜନାସବୁ ସଫଳ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ ଓ ତୁମ୍ଭର ଯୋଜନାସବୁ ସଫଳ କରନ୍ତୁ।