Psalms 20:5 — Compare Translations

5 translations compared side by side

Odia - 1840
"ଆମ୍ଭେ ସମସ୍ତେ ଖୁସି ହବେୁ ଯେତବେେଳେ ପରମେଶ୍ବର ତୁମ୍ଭକୁ ସାହାୟ୍ଯ କରିବେ। ଆସ ସମସ୍ତେ ପରମେଶ୍ବରଙ୍କ ନାମର ଜଯଗାନ କରିବା। ୟାହା ତୁମ୍ଭେ ଚାହୁଁଛ, ସଦାପ୍ରଭୁ ତୁମ୍ଭର ସହେି ସକଳ କାମନା ପୂରଣ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ଵନି କରିବୁ ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନାମରେ ଆମ୍ଭେମାନେ ଧ୍ଵଜା ସ୍ଥାପନ କରିବୁ; ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସମସ୍ତେ ଖୁସୀ ହେବୁ ଯେତେବେଳେ ପରମେଶ୍ୱର ତୁମ୍ଭକୁ ସାହାଯ୍ୟ କରିବେ। ଆସ ସମସ୍ତେ ପରମେଶ୍ୱରଙ୍କ ନାମର ଜୟଗାନ କରିବା। ଯାହା ତୁମ୍ଭେ ଗ୍ଭହୁଁଛ, ସଦାପ୍ରଭୁ ତୁମ୍ଭର ସେହି ସକଳ କାମନା ପୂରଣ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ୱନି କରିବୁ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଆମ୍ଭେମାନେ ଧ୍ୱଜା ସ୍ଥାପନ କରିବୁ; ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ୱନି କରିବୁ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଆମ୍ଭେମାନେ ଧ୍ୱଜା ସ୍ଥାପନ କରିବୁ; ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ।