Psalms 20:6 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ମୁଁ ଜାଣେ ସଦାପ୍ରଭୁ ତାଙ୍କ ଅଭିଷିକ୍ତ ରାଜାକୁ ସାହାୟ୍ଯ କରନ୍ତି। ପରମେଶ୍ବର ତାଙ୍କର ପବିତ୍ର ସ୍ବର୍ଗ ରାଜ୍ଯରେ ଥାଆନ୍ତି ଓ ତାଙ୍କ ଅଭିଷିକ୍ତ ରାଜାକୁ ଉତ୍ତର ଦିଅନ୍ତି। ସେ ତାଙ୍କର ମହାନ ଶକ୍ତିରେ ରାଜାଙ୍କୁ ତ୍ରାଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ମୁଁ ଜାଣୁଅଛି ଯେ, ସଦାପ୍ରଭୁ ଆପଣା ଅଭିଷିକ୍ତକୁ ଉଦ୍ଧାର କରନ୍ତି, ସେ ଆପଣା ଦକ୍ଷିଣ ହସ୍ତର ତ୍ରାଣଶକ୍ତିରେ ନିଜ ପବିତ୍ର ସ୍ଵର୍ଗରୁ ତାହାକୁ ଉତ୍ତର ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ମୁଁ ଜାଣେ ସଦାପ୍ରଭୁ ତାଙ୍କ ଅଭିଷିକ୍ତ ରାଜାକୁ ସାହାଯ୍ୟ କରନ୍ତି। ପରମେଶ୍ୱର ତାଙ୍କର ପବିତ୍ର ସ୍ୱର୍ଗ ରାଜ୍ୟରେ ଥା’ନ୍ତି ଓ ତାଙ୍କ ଅଭିଷିକ୍ତ ରାଜାକୁ ଉତ୍ତର ଦିଅନ୍ତି। ସେ ତାଙ୍କର ମହାନ ଶକ୍ତିରେ ରାଜାଙ୍କୁ ତ୍ରାଣ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ମୁଁ ଜାଣୁଅଛି ଯେ, ସଦାପ୍ରଭୁ ଆପଣା ଅଭିଷିକ୍ତଙ୍କୁ ଉଦ୍ଧାର କରନ୍ତି, ସେ ଆପଣା ଡାହାଣ ହସ୍ତର ତ୍ରାଣ ଶକ୍ତିରେ ନିଜ ପବିତ୍ର ସ୍ୱର୍ଗରୁ ତାହାକୁ ଉତ୍ତର ଦେବେ।
Odia IRV 2017 (ଓଡିଆ ବାଇବେଲ)
ଏବେ ମୁଁ ଜାଣୁଅଛି ଯେ, ସଦାପ୍ରଭୁ ଆପଣା ଅଭିଷିକ୍ତକୁ ଉଦ୍ଧାର କରନ୍ତି, ସେ ଆପଣା ଡାହାଣ ହସ୍ତର ତ୍ରାଣ ଶକ୍ତିରେ ନିଜ ପବିତ୍ର ସ୍ୱର୍ଗରୁ ତାହାକୁ ଉତ୍ତର ଦେବେ।