Psalms 20:7 — Compare Translations

5 translations compared side by side

Odia - 1840
"କେତକେ ଲୋକ ସମାନଙ୍କେ ରଥ ଉପରେ ବିଶ୍ବାସ ରଖନ୍ତି। ଅନ୍ୟ ଲୋକମାନେ ସମାନଙ୍କେ ସୈନିକଙ୍କ ଉପରେ ରଖନ୍ତି କିନ୍ତୁ ଆମ୍ଭେ ଆମ୍ଭର ସଦାପ୍ରଭୁ ପରମେଶ୍ବରଙ୍କର ନାମକୁ ଉଚ୍ଚସ୍ବରରେ ଡ଼ାକୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି କେହି ରଥରେ ଓ କେହି କେହି ଅଶ୍ଵରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନାମ କୀର୍ତ୍ତନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଲୋକ ସେମାନଙ୍କ ରଥ ଉପରେ ବିଶ୍ୱାସ ରଖନ୍ତି। ଅନ୍ୟ ଲୋକମାନେ ସେମାନଙ୍କ ସୈନିକଙ୍କ ଉପରେ ରଖନ୍ତି କିନ୍ତୁ ଆମ୍ଭେ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ନାମକୁ ଉଚ୍ଚସ୍ୱରରେ ଡାକୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ।
Odia IRV 2017 (ଓଡିଆ ବାଇବେଲ)
କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ।