Psalms 20:8 — Compare Translations
5 translations compared side by side
Odia - 1840
"ସହେି ଅନ୍ୟ ଲୋକମାନେ ପରାସ୍ତ ହାଇେ ୟୁଦ୍ଧ କ୍ଷେତ୍ରରେ ମୃତ୍ଯୁବରଣ କଲେ କିନ୍ତୁ ଆମ୍ଭେ ଜିତିଲୁ। ଆମ୍ଭେ ବିଜଯୀ ଦଳ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ନତ ହୋଇ ପତିତ ହୋଇଅଛନ୍ତି; ମାତ୍ର ଆମ୍ଭେମାନେ ଉଠି ସଳଖ ଠିଆ ହେଉଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଅନ୍ୟ ଲୋକମାନେ ପରାସ୍ତ ହୋଇ ଯୁଦ୍ଧ କ୍ଷେତ୍ରରେ ମୃତ୍ୟୁବରଣ କଲେ କିନ୍ତୁ ଆମ୍ଭେ ଜିତିଲୁ। ଆମ୍ଭେ ବିଜୟୀ ଦଳ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ନତ ହୋଇ ପତିତ ହୋଇଅଛନ୍ତି; ମାତ୍ର ଆମ୍ଭେମାନେ ଉଠି ସଳଖ ଠିଆ ହେଉଅଛୁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ନତ ହୋଇ ପତିତ ହୋଇଅଛନ୍ତି; ମାତ୍ର ଆମ୍ଭେମାନେ ଉଠି ସଳଖ ଠିଆ ହେଉଅଛୁ।