Psalms 20:9 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତାଙ୍କର ମନୋନୀତ ରାଜାଙ୍କୁ ଉଦ୍ଧାର କଲେ। କାରଣ ପରମେଶ୍ବରଙ୍କ ମନୋନୀତ ରାଜା ତାଙ୍କୁ ସାହାୟ୍ଯ ପାଇଁ ନିବଦେିନ କଲେ ଓ ପରମେଶ୍ବର ତାକୁ ଉଦ୍ଧାର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ପରିତ୍ରାଣ କର; ଆମ୍ଭେମାନେ ଡାକିବା ବେଳେ ରାଜା ଆମ୍ଭମାନଙ୍କୁ ଉତ୍ତର ଦେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କର ମନୋନୀତ ରାଜାଙ୍କୁ ଉଦ୍ଧାର କଲେ କାରଣ ପରମେଶ୍ୱରଙ୍କ ମନୋନୀତ ରାଜା ତାଙ୍କୁ ସାହାଯ୍ୟ ପାଇଁ ନିବେଦନ କଲେ ଓ ପରମେଶ୍ୱର ତାକୁ ଉଦ୍ଧାର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ପରିତ୍ରାଣ କର; ଆମ୍ଭେମାନେ ଡାକିବା ବେଳେ ରାଜା ଆମ୍ଭମାନଙ୍କୁ ଉତ୍ତର ଦେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ପରିତ୍ରାଣ କର; ଆମ୍ଭେମାନେ ଡାକିବା ବେଳେ ରାଜା ଆମ୍ଭମାନଙ୍କୁ ଉତ୍ତର ଦେଉନ୍ତୁ।