Psalms 21:1 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭର ଶକ୍ତି ହିଁ ରାଜାକୁ ସୁଖୀ କରାଏ। ତୁମ୍ଭେ ଯେତବେେଳେ ତା'କୁ ଉଦ୍ଧାର କର, ସେ ଅତି ଆନନ୍ଦିତ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ରାଜା ତୁମ୍ଭ ବଳରେ ଆନନ୍ଦ କରିବେ ଓ ତୁମ୍ଭ ପରିତ୍ରାଣରେ ସେ କେଡ଼େ ମହାନନ୍ଦ କରିବେ!
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଏକ ଗୀତ। ହେ ସଦାପ୍ରଭୁ, ତୁମ୍ଭର ଶକ୍ତି ହିଁ ରାଜାକୁ ସୁଖୀ କରାଏ। ତୁମ୍ଭେ ଯେତେବେଳେ ତାକୁ ଉଦ୍ଧାର କର, ସେ ଅତି ଆନନ୍ଦିତ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ରାଜା ତୁମ୍ଭ ବଳରେ ଆନନ୍ଦ କରିବେ ଓ ତୁମ୍ଭ ପରିତ୍ରାଣରେ ସେ କେଡ଼େ ମହାନନ୍ଦ କରିବେ!
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ରାଜା ତୁମ୍ଭ ବଳରେ ଆନନ୍ଦ କରିବେ ଓ ତୁମ୍ଭ ପରିତ୍ରାଣରେ ସେ କେଡ଼େ ମହାନନ୍ଦ କରିବେ!