Psalms 21:10 — Compare Translations

5 translations compared side by side

Odia - 1840
"ଏ ପୃଥିବୀରୁ ସମାନଙ୍କେର ଫଳ ଓ ମନୁଷ୍ଯ ସନ୍ତାନଗଣ ମଧ୍ଯରୁ ସମାନଙ୍କେର ବଂଶ ଲୋପ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ପୃଥିବୀରୁ ସେମାନଙ୍କର ଫଳ ଓ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ସେମାନଙ୍କର ବଂଶ ଲୋପ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏ ପୃଥିବୀରୁ ସେମାନଙ୍କର ଫଳ ଓ ମନୁଷ୍ୟ ସନ୍ତାନଗଣ ମଧ୍ୟରୁ ସେମାନଙ୍କର ବଂଶ ଲୋପ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ପୃଥିବୀରୁ ସେମାନଙ୍କର ଫଳ ଓ ଲୋକମାନଙ୍କ ମଧ୍ୟରୁ ସେମାନଙ୍କର ବଂଶ ଲୋପ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ପୃଥିବୀରୁ ସେମାନଙ୍କର ଫଳ ଓ ଲୋକମାନଙ୍କ ମଧ୍ୟରୁ ସେମାନଙ୍କର ବଂଶ ଲୋପ କରିବ।