Psalms 21:11 — Compare Translations
5 translations compared side by side
Odia - 1840
"କାହିଁକି? କାରଣ ସହେି ଦୁଷ୍ଟ ଲୋକମାନେ ତୁମ୍ଭ ବିରୁଦ୍ଧରେ ମନ୍ତ୍ରଣା କରୁଥିଲେ। ହେ ସଦାପ୍ରଭୁ, ସମାନେେ ମନ୍ଦ କାର୍ୟ୍ଯ କରିବାକୁ ଯୋଜନା କରୁଥଲେ କିନ୍ତୁ ସମାନେେ ସହେି କାର୍ୟ୍ଯରେ ସଫଳ ହେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ତୁମ୍ଭ ବିରୁଦ୍ଧରେ ଅନିଷ୍ଟ ଚିନ୍ତା କଲେ; ସେମାନେ ଏକ କୌଶଳ କଳ୍ପନା କଲେ, ତାହା ସେମାନେ ସିଦ୍ଧ କରି ପାରନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେହି ଦୁଷ୍ଟ ଲୋକମାନେ ତୁମ୍ଭ ବିରୁଦ୍ଧରେ ମନ୍ତ୍ରଣା କରୁଥିଲେ। ହେ ସଦାପ୍ରଭୁ, ସେମାନେ ମନ୍ଦକାର୍ଯ୍ୟ କରିବାକୁ ଯୋଜନା କରୁଥିଲେ କିନ୍ତୁ ସେମାନେ ସେହି କାର୍ଯ୍ୟରେ ସଫଳ ହେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ତୁମ୍ଭ ବିରୁଦ୍ଧରେ ଅନିଷ୍ଟ ଚିନ୍ତା କଲେ; ସେମାନେ ଏକ କୌଶଳ କଳ୍ପନା କଲେ, ତାହା ସେମାନେ ସିଦ୍ଧ କରିପାରନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ତୁମ୍ଭ ବିରୁଦ୍ଧରେ ଅନିଷ୍ଟ ଚିନ୍ତା କଲେ; ସେମାନେ ଏକ କୌଶଳ କଳ୍ପନା କଲେ, ତାହା ସେମାନେ ସିଦ୍ଧ କରି ପାରନ୍ତି ନାହିଁ।