Psalms 21:13 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ ତୁମ୍ଭର ଶକ୍ତିର ବିଜଯ ଗୀତ ଚାରିଆଡ଼େ ଗୁଞ୍ଜରିତ ହେଉ। ଆମ୍ଭେ ସହେି ଗୀତ ଗାନ କରି ଓ ତୁମ୍ଭର ସଙ୍ଗୀତର ତାଳେ ତାଳେ ନୃତ୍ଯ କରି ତୁମ୍ଭର ପରାକ୍ରମ ସମ୍ପର୍କରେ ଚାରିଆଡ଼େ ପ୍ରଚାର କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ନିଜ ବଳରେ ଉନ୍ନତ ହୁଅ; ତହିଁରେ ଆମ୍ଭେମାନେ ତୁମ୍ଭ ପରାକ୍ରମର ଗାନ ଓ ପ୍ରଶଂସା କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭର ଶକ୍ତିର ବିଜୟ ଗୀତ ଗ୍ଭରିଆଡ଼େ ଗୁଞ୍ଜରିତ ହେଉ। ଆମ୍ଭେ ସେହି ଗୀତ ଗାନ କରି ଓ ତୁମ୍ଭର ସଙ୍ଗୀତର ତାଳେ ତାଳେ ନୃତ୍ୟ କରି ତୁମ୍ଭର ପରାକ୍ରମ ସମ୍ପର୍କରେ ଗ୍ଭରିଆଡ଼େ ପ୍ରଗ୍ଭର କରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ନିଜ ବଳରେ ଉନ୍ନତ ହୁଅ; ତହିଁରେ ଆମ୍ଭେମାନେ ତୁମ୍ଭ ପରାକ୍ରମର ଗାନ ଓ ପ୍ରଶଂସା କରିବା।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ନିଜ ବଳରେ ଉନ୍ନତ ହୁଅ; ତହିଁରେ ଆମ୍ଭେମାନେ ତୁମ୍ଭ ପରାକ୍ରମର ଗାନ ଓ ପ୍ରଶଂସା କରିବା।