Psalms 21:2 — Compare Translations

5 translations compared side by side

Odia - 1840
"ତୁମ୍ଭେ ସହେି ରାଜାକୁ ୟାହା ସେ ଚା ହେଁ ପ୍ରଦାନ କର। ହେ ସଦାପ୍ରଭୁ ସହେି ରାଜା ତୁମ୍ଭ ନିକଟରୁ କିଛି ଚାହିଁଥିଲା ଓ ତୁମ୍ଭେ ତା'ର ସକଳ ଇଚ୍ଛା ପୂରଣ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତାଙ୍କୁ ତାଙ୍କ ମନର ବାଞ୍ଛା ପ୍ରଦାନ କରିଅଛ, ଓ ତାଙ୍କ ଓଷ୍ଠାଧରର ନିବେଦନ ଅସ୍ଵୀକାର କରି ନାହଁ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେହି ରାଜାକୁ ଯାହା ସେ ଗ୍ଭହେଁ ପ୍ରଦାନ କର। ହେ ସଦାପ୍ରଭୁ, ସେହି ରାଜା ତୁମ୍ଭ ନିକଟରୁ କିଛି ଗ୍ଭହିଁଥିଲା ଓ ତୁମ୍ଭେ ତା’ର ସକଳ ଇଚ୍ଛା ପୂରଣ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ତାଙ୍କୁ ତାଙ୍କ ମନର ବାଞ୍ଛା ପ୍ରଦାନ କରିଅଛ, ଓ ତାଙ୍କ ମୁଖର ନିବେଦନ ଅସ୍ୱୀକାର କରି ନାହଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ତାଙ୍କୁ ତାଙ୍କ ମନର ବାଞ୍ଛା ପ୍ରଦାନ କରିଅଛ, ଓ ତାଙ୍କ ମୁଖର ନିବେଦନ ଅସ୍ୱୀକାର କରି ନାହଁ। [ସେଲା]