Psalms 21:3 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ରାଜାଙ୍କୁ ଆଶୀର୍ବାଦ କରିଛ। ତୁମ୍ଭେ ତା'ର ମସ୍ତକରେ ସୁବର୍ଣ୍ଣ ମୁକୁଟ ପିନ୍ଧାଇ ଦଇେଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ନାନା ମଙ୍ଗଳ ଆଶୀର୍ବାଦ ଘେନି ତାଙ୍କର ସମ୍ମୁଖବର୍ତ୍ତୀ ହେଉଅଛ; ତୁମ୍ଭେ ତାଙ୍କ ମସ୍ତକରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଦେଉଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ରାଜାଙ୍କୁ ଆଶୀର୍ବାଦ କରିଛ। ତୁମ୍ଭେ ତା’ର ମସ୍ତକରେ ସୁବର୍ଣ୍ଣ ମୁକୁଟ ପିନ୍ଧାଇ ଦେଇଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ ନାନା ମଙ୍ଗଳ ଆଶୀର୍ବାଦ ଘେନି ତାଙ୍କର ସମ୍ମୁଖବର୍ତ୍ତୀ ହେଉଅଛ; ତୁମ୍ଭେ ତାଙ୍କ ମସ୍ତକରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଦେଉଅଛ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ ନାନା ମଙ୍ଗଳ ଆଶୀର୍ବାଦ ଘେନି ତାଙ୍କର ସମ୍ମୁଖବର୍ତ୍ତୀ ହେଉଅଛ; ତୁମ୍ଭେ ତାଙ୍କ ମସ୍ତକରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଦେଉଅଛ।