Psalms 21:4 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ରାଜା ତୁମ୍ଭକୁ ଜୀବନ ପ୍ରାର୍ଥନା କଲେ ଓ ତୁମ୍ଭେ ତାକୁ ତାହା ପ୍ରଦାନ କରିଛ। ତୁମ୍ଭେ ତାକୁ ଅନନ୍ତ ଜୀବନଦାନ କରିଛ, ୟାହା ଅନନ୍ତକାଳସ୍ଥାଯୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ, ତୁମ୍ଭେ ତାହା ତାଙ୍କୁ ଦେଲ; ଆହୁରି, ଅନନ୍ତକାଳସ୍ଥାୟୀ ଦୀର୍ଘାୟୁ ଦାନ କଲ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ରାଜା ତୁମ୍ଭକୁ ଜୀବନ ପ୍ରାର୍ଥନା କଲେ ଓ ତୁମ୍ଭେ ତାକୁ ତାହା ପ୍ରଦାନ କରିଛ। ତୁମ୍ଭେ ତାକୁ ଅନନ୍ତ ଜୀବନ ଦାନ କରିଛ, ଯାହା ଅନନ୍ତକାଳସ୍ଥାୟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ, ତୁମ୍ଭେ ତାହା ତାଙ୍କୁ ଦେଲ; ଆହୁରି, ଅନନ୍ତକାଳସ୍ଥାୟୀ ଦୀର୍ଘାୟୁ ଦାନ କଲ।
Odia IRV 2017 (ଓଡିଆ ବାଇବେଲ)
ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ, ତୁମ୍ଭେ ତାହା ତାଙ୍କୁ ଦେଲ; ଆହୁରି, ଅନନ୍ତକାଳସ୍ଥାୟୀ ଦୀର୍ଘାୟୁ ଦାନ କଲ।