Psalms 21:5 — Compare Translations
5 translations compared side by side
Odia - 1840
"ସହେି ରାଜାଙ୍କୁ ତୁମ୍ଭେ ବିଜଯ ପ୍ରଦାନ କରିଛ ଓ ତାକୁ ଗୌରବରେ ମଣ୍ଡିତ କରିଛ। ତୁମ୍ଭେ ତାଙ୍କୁ ସମ୍ମାନ ଓ ପ୍ରଶଂସା ପ୍ରଦାନ କରିଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ କୃତ ପରିତ୍ରାଣରେ ତାଙ୍କର ମହାଗୌରବ ହୋଇଅଛି; ତୁମ୍ଭେ ତାଙ୍କ ଉପରେ ସମ୍ଭ୍ରମ ଓ ପ୍ରତାପ ଅର୍ପଣ କରୁଅଛ;
Odia Bible ERV 2004 (ପବିତ୍ର ବାଇବଲ)
ସେହି ରାଜାଙ୍କୁ ତୁମ୍ଭେ ବିଜୟ ପ୍ରଦାନ କରିଛ ଓ ତାକୁ ଗୌରବରେ ମଣ୍ଡିତ କରିଛ। ତୁମ୍ଭେ ତାଙ୍କୁ ସମ୍ମାନ ଓ ପ୍ରଶଂସା ପ୍ରଦାନ କରିଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ କୃତ ପରିତ୍ରାଣରେ ତାଙ୍କର ମହାଗୌରବ ହୋଇଅଛି; ତୁମ୍ଭେ ତାଙ୍କ ଉପରେ ସମ୍ଭ୍ରମ ଓ ପ୍ରତାପ ଅର୍ପଣ କରୁଅଛ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ କୃତ ପରିତ୍ରାଣରେ ତାଙ୍କର ମହାଗୌରବ ହୋଇଅଛି; ତୁମ୍ଭେ ତାଙ୍କ ଉପରେ ସମ୍ଭ୍ରମ ଓ ପ୍ରତାପ ଅର୍ପଣ କରୁଅଛ;