Psalms 21:6 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ତୁମ୍ଭେ ପ୍ରକୃତରେ ସହେି ରାଜାଙ୍କୁ ଚିରଦିନ ଲାଗି ଆଶୀର୍ବାଦ କରିଛ। ଯେତବେେଳେ ସେ ତୁମ୍ଭର ମୁଖ ଦର୍ଶନ କରେ ତା'ର ଆନନ୍ଦ ଆହୁରି ବଢ଼ିୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ତାଙ୍କୁ ସଦାକାଳ ଆଶୀର୍ବାଦଯୁକ୍ତ କରୁଅଛ; ତୁମ୍ଭେ ଆପଣା ଶ୍ରୀଛାମୁର ଆନନ୍ଦରେ ତାଙ୍କୁ ଉଲ୍ଲସିତ କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ ପ୍ରକୃତରେ ସେହି ରାଜାଙ୍କୁ ଚିରଦିନ ଲାଗି ଆଶୀର୍ବାଦ କରିଛ। ଯେତେବେଳେ ସେ ତୁମ୍ଭର ମୁଖ ଦର୍ଶନ କରେ ତା’ର ଆନନ୍ଦ ଆହୁରି ବଢ଼ିଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ ତାଙ୍କୁ ସଦାକାଳ ଆଶୀର୍ବାଦଯୁକ୍ତ କରୁଅଛ; ତୁମ୍ଭେ ଆପଣା ଶ୍ରୀଛାମୁର ଆନନ୍ଦରେ ତାଙ୍କୁ ଉଲ୍ଲସିତ କରୁଅଛ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ ତାଙ୍କୁ ସଦାକାଳ ଆଶୀର୍ବାଦଯୁକ୍ତ କରୁଅଛ; ତୁମ୍ଭେ ଆପଣା ଶ୍ରୀଛାମୁର ଆନନ୍ଦରେ ତାଙ୍କୁ ଉଲ୍ଲସିତ କରୁଅଛ।