Psalms 21:7 — Compare Translations

5 translations compared side by side

Odia - 1840
"ରାଜା ସଦାପ୍ରଭୁଙ୍କ ଉପରେ ନିର୍ଭର କରେ। ସର୍ବୋପରିସ୍ଥ ପରମେଶ୍ବରଙ୍କ ସ୍ନହପେୂର୍ଣ୍ଣ କରୁଣା କବେେ ହେଲେ ତା'କୁ ପଡ଼ିବା ପାଇଁ ଦବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ରାଜା ସଦାପ୍ରଭୁଙ୍କଠାରେ ନିର୍ଭର କରନ୍ତି, ପୁଣି ସର୍ବୋପରିସ୍ଥଙ୍କ ସ୍ନେହପୂର୍ଣ୍ଣ କରୁଣା ହେତୁରୁ ସେ ବିଚଳିତ ନୋହିବେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ସଦାପ୍ରଭୁଙ୍କ ଉପରେ ନିର୍ଭର କରେ। ସର୍ବୋପରିସ୍ଥ ପରମେଶ୍ୱରଙ୍କ ସ୍ନେହପୂର୍ଣ୍ଣ କରୁଣା କେବେହେଲେ ତାକୁ ପଡ଼ିବା ପାଇଁ ଦେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ରାଜା ସଦାପ୍ରଭୁଙ୍କଠାରେ ନିର୍ଭର କରନ୍ତି, ପୁଣି, ସର୍ବୋପରିସ୍ଥଙ୍କ ସ୍ନେହପୂର୍ଣ୍ଣ କରୁଣା ହେତୁରୁ ସେ ବିଚଳିତ ନୋହିବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ରାଜା ସଦାପ୍ରଭୁଙ୍କଠାରେ ନିର୍ଭର କରନ୍ତି, ପୁଣି, ସର୍ବୋପରିସ୍ଥଙ୍କ ସ୍ନେହପୂର୍ଣ୍ଣ କରୁଣା ହେତୁରୁ ସେ ବିଚଳିତ ନୋହିବେ।