Psalms 21:9 — Compare Translations

5 translations compared side by side

Odia - 1840
"ତୁମ୍ଭେ ଆପଣା ରାଜାଙ୍କୁ ଏକ ଜଳନ୍ତ ଚୁଲ୍ଲୀ ତୁଲ୍ଯ କରିବ, ଯେତବେେଳେ ତୁମ୍ଭେ ତାଙ୍କୁ ସାହାୟ୍ଯ କରିବା ପାଇଁ ଆସ, ଏବଂ ତାଙ୍କ କୋର୍ଧରେ ସେ ସମ୍ପୂର୍ଣ୍ଣ ଭାବରେ ସମାନଙ୍କେୁ ଧ୍ବଂସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ଵଳିତ ଭାଟୀ ତୁଲ୍ୟ କରିବ । ସଦାପ୍ରଭୁ ଆପଣା କୋପରେ ସେମାନଙ୍କୁଗ୍ରାସ କରିବେ, ପୁଣି ଅଗ୍ନି ସେମାନଙ୍କୁ ଭକ୍ଷଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆପଣା ରାଜାଙ୍କୁ ଏକ ଜ୍ୱଳନ୍ତ ଚୁଲ୍ଲୀ ତୁଲ୍ୟ କରିବ, ଯେତେବେଳେ ତୁମ୍ଭେ ତାଙ୍କୁ ସାହାଯ୍ୟ କରିବା ପାଇଁ ଆସ, ଏବଂ ତାଙ୍କ କ୍ରୋଧରେ ସେ ସମ୍ପୂର୍ଣ୍ଣ ଭାବରେ ସେମାନଙ୍କୁ ଧ୍ୱଂସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ୱଳିତ ଭାଟି ତୁଲ୍ୟ କରିବ। ସଦାପ୍ରଭୁ ଆପଣା କୋପରେ ସେମାନଙ୍କୁ ଗ୍ରାସ କରିବେ, ପୁଣି, ଅଗ୍ନି ସେମାନଙ୍କୁ ଭକ୍ଷଣ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ୱଳିତ ଭାଟୀ ତୁଲ୍ୟ କରିବ। ସଦାପ୍ରଭୁ ଆପଣା କୋପରେ ସେମାନଙ୍କୁ ଗ୍ରାସ କରିବେ, ପୁଣି, ଅଗ୍ନି ସେମାନଙ୍କୁ ଭକ୍ଷଣ କରିବ।