Psalms 22:1 — Compare Translations

5 translations compared side by side

Odia - 1840
"ହେ ମାରେ ପରମେଶ୍ବର, ହେ ମାରେ ସଦାପ୍ରଭୁ, କାହିଁକି ତୁମ୍ଭେ ମାେତେ ପରିତ୍ଯାଗ କଲ? ତୁମ୍ଭେ ମାେ ନିକଟରୁ ବହୁତ ଦୂରରେ ଥାଇ କିପରି ମାେତେ ସାହାୟ୍ଯ କରିବ। ତୁମ୍ଭେ ମାରେ ସାହାୟ୍ଯ ପାଇଁ ଆର୍ତ୍ତ ଚିତ୍କାର ଏତେ ଦୂରରୁ ଶୁଣି ପାରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଆୟେଲତ୍-ହସଶହର (ଅଋଣର ମୃଗୀ) ସ୍ଵରରେ ଦାଉଦଙ୍କର ଗୀତ । ହେ ମୋହର ପରମେଶ୍ଵର, ହେ ମୋହର ପରମେଶ୍ଵର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୋତେ ସାହାଯ୍ୟ କରିବାରୁ ଓ ମୋʼ ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ଅରଣ୍ୟର ମୃଗ ସ୍ୱରରେ ଦାଉଦଙ୍କର ଏକ ଗୀତ। ହେ ମୋର ପରମେଶ୍ୱର, ହେ ମୋର ସଦାପ୍ରଭୁ, କାହିଁକି ତୁମ୍ଭେ ମୋତେ ପରିତ୍ୟାଗ କଲ? ତୁମ୍ଭେ ମୋ’ ନିକଟରୁ ବହୁତ ଦୂରରେ ଥାଇ କିପରି ମୋତେ ସାହାଯ୍ୟ କରିବ? ତୁମ୍ଭେ ମୋର ସାହାଯ୍ୟ ପାଇଁ ଆର୍ତ୍ତ ଚିତ୍କାର ଏତେ ଦୂରରୁ ଶୁଣି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୋତେ ସାହାଯ୍ୟ କରିବାରୁ ଓ ମୋʼ ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ?
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୋତେ ସାହାଯ୍ୟ କରିବାରୁ ଓ ମୋ’ ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ?