Psalms 22:10 — Compare Translations

5 translations compared side by side

Odia - 1840
"ମାତୃ ଗର୍ଭରୁ ଜନ୍ମଲାଭ କଲାପରଠାରୁ ମୁଁ ତୁମ୍ଭକୁ ପରମେଶ୍ବର ବୋଲି ମାନି ଆସିଛି। ମୁଁ ମାତୃ ଗର୍ଭରୁ ବାହାରିବା ପରଠାରୁ ତୁମ୍ଭ ଯତ୍ନରେ ଲାଳିତ ପାଳିତ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ଵର ଅଟ ।
Odia Bible ERV 2004 (ପବିତ୍ର ବାଇବଲ)
ମାତୃ ଗର୍ଭରୁ ଜନ୍ମଲାଭ କଲାପରଠାରୁ ମୁଁ ତୁମ୍ଭକୁ ପରମେଶ୍ୱର ବୋଲି ମାନି ଆସିଛି। ମୁଁ ମାତୃ ଗର୍ଭରୁ ବାହାରିବା ପରଠାରୁ ତୁମ୍ଭ ଯତ୍ନରେ ଲାଳିତ ପାଳିତ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ।
Odia IRV 2017 (ଓଡିଆ ବାଇବେଲ)
ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ।