Psalms 22:11 — Compare Translations
5 translations compared side by side
Odia - 1840
"ତଣେୁ ହେ ପରମେଶ୍ବର ତୁମ୍ଭେ ମାେତେ ପରିତ୍ଯାଗ କର ନାହିଁ। ଆଗରେ ବିପଦ ମାଡ଼ି ଆସୁଛି, ମାେତେ ସାହାୟ୍ଯ କରିବାକୁ କହେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ; ସାହାଯ୍ୟକାରୀ କେହି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ହେ ପରମେଶ୍ୱର ତୁମ୍ଭେ ମୋତେ ପରିତ୍ୟାଗ କର ନାହିଁ। ଆଗରେ ବିପଦ ମାଡ଼ି ଆସୁଛି, ମୋତେ ସାହାଯ୍ୟ କରିବାକୁ କେହି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ; ସାହାଯ୍ୟକାରୀ କେହି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ; ସାହାଯ୍ୟକାରୀ କେହି ନାହିଁ।