Psalms 22:12 — Compare Translations
5 translations compared side by side
Odia - 1840
"ଲୋକମାନେ ମାରେ ଚାରିପାଖରେ ଘରେି ରହିଛନ୍ତି। ସମାନେେ ସମସ୍ତେ ଏକ ଶକ୍ତିଶାଳୀ ମାରଣା ଷଣ୍ଢ ପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; ବାଶନର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ମୋର ଗ୍ଭରିପାଖରେ ଘେରି ରହିଛନ୍ତି। ସେମାନେ ସମସ୍ତେ ଏକ ଶକ୍ତିଶାଳୀ ମାରଣା ଷଣ୍ଢ ପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; ବାଶନ ଦେଶର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; ବାଶନ ଦେଶର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି।