Psalms 22:13 — Compare Translations
5 translations compared side by side
Odia - 1840
"ସମାନେେ ମୁଖ ମଲୋଇ ରହିଛନ୍ତି ସତେ ୟମେିତି ଏକ ସିଂହ ତା'ର ଶିକାର ପଶୁକୁ ଆଗରେ ଦେଖି ଗର୍ଜ୍ଜନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଗ୍ରାସେଚ୍ଛୁ ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ ମୋʼ ପ୍ରତି ମୁଖ ମେଲାଇ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମୁଖ ମେଲାଇ ରହିଛନ୍ତି ସତେ ଯେମିତି ଏକ ସିଂହ ତା’ର ଶିକାର ପଶୁକୁ ଆଗରେ ଦେଖି ଗର୍ଜନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଗ୍ରାସ କରିବାକୁ ଇଚ୍ଛା ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ ମୋʼ ପ୍ରତି ମୁଖ ମେଲାଇ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଗ୍ରାସ କରିବାକୁ ଇଚ୍ଛା ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ ମୋ’ ପ୍ରତି ମୁଖ ମେଲାଇ ଅଛନ୍ତି।