Psalms 22:14 — Compare Translations
5 translations compared side by side
Odia - 1840
"ମାରେ ବଳ କ୍ରମେ କ୍ଷୀଣ ହାଇେ ଆସୁଛି, ପାଣି ଭୂମିରେ ଶୋଷିତ ହେଲାପରି ମାରେ ଶକ୍ତି ଚାଲି ଯାଉଛି। ମାରେ ଅସ୍ଥିସବୁ ଭାଙ୍ଗି ଯାଉଛି। ମାରେ ସାହାସ କ୍ରମେ କ୍ଷୀଣ ହାଇେ ଆସୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି । ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋʼ ଅନ୍ତ୍ର ମଧ୍ୟରେ ତରଳି ଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ବଳ କ୍ରମେ କ୍ଷୀଣ ହୋଇ ଆସୁଛି, ପାଣି ଭୂମିରେ ଶୋଷିତ ହେଲାପରି ମୋର ଶକ୍ତି ଗ୍ଭଲି ଯାଉଛି। ମୋର ଅସ୍ଥିସବୁ ଭାଙ୍ଗି ଯାଉଛି। ମୋର ସାହସ କ୍ରମେ କ୍ଷୀଣ ହୋଇ ଆସୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋʼ ଅନ୍ତ୍ର ମଧ୍ୟରେ ତରଳି ଯାଏ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋ’ ଅନ୍ତ୍ର ମଧ୍ୟରେ ତରଳି ଯାଏ।