Psalms 22:15 — Compare Translations
5 translations compared side by side
Odia - 1840
"ମାରେ ପାଟି ଖଣ୍ଡେ ଖପରା ପରି ଶୁଷ୍କ ହାଇେ ଯାଉଛି। ମାରେ ଜିଭ ତାଳୁରେ ଲାଗି ଯାଉଛି, ତୁମ୍ଭେ ମାେତେ ମୃତ୍ଯୁର ଧୂଳିରେ ଫିଙ୍ଗି ଦଇେଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; ଆଉ, ମୋହର ଜିହ୍ଵା ତାଳୁରେ ଲାଗି ଯାଉଅଛି; ପୁଣି, ତୁମ୍ଭେ ମୋହର ମୃତ୍ୟୁର ଧୂଳିକି ଆଣିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପାଟି ଖଣ୍ଡେ ଖପରା ପରି ଶୁଷ୍କ ହୋଇ ଯାଉଛି। ମୋର ଜିଭ ତାଳୁରେ ଲାଗି ଯାଉଛି, ତୁମ୍ଭେ ମୋତେ ମୃତ୍ୟୁର ଧୂଳିରେ ଫିଙ୍ଗି ଦେଇଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି, ତୁମ୍ଭେ ମୋହର ମୃତ୍ୟୁର ଧୂଳି କି ଆଣିଅଛ।
Odia IRV 2017 (ଓଡିଆ ବାଇବେଲ)
ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି, ତୁମ୍ଭେ ମୋହର ମୃତ୍ୟୁୁର ଧୂଳିକି ଆଣିଅଛ।