Psalms 22:16 — Compare Translations
5 translations compared side by side
Odia - 1840
"କୁକୁରମାନେ ମାରେ ଚାରିକଡ଼ରେ ଘରେି ରହିଛନ୍ତି। ସହେି ଦୁଷ୍ଟ ଲୋକମାନେ ଦଳବଦ୍ଧ ହାଇେ ମାେତେ ୟନ୍ତାରେ ପକାଇଛନ୍ତି। ସମାନେେ ମାରେ ହାତ ଗୋଡ଼କୁ ଛିଦ୍ର କରି ପକାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; ଦୁରାଚାରୀମାନଙ୍କ ମଣ୍ତଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“କୁକୁରମାନେ” ମୋର ଗ୍ଭରିକଡ଼ରେ ଘେରି ରହିଛନ୍ତି। ସେହି ଦୁଷ୍ଟ ଲୋକମାନେ ଦଳବଦ୍ଧ ହୋଇ ମୋତେ ଯନ୍ତାରେ ପକାଇଛନ୍ତି। ସେମାନେ ମୋର ହାତ ଗୋଡ଼କୁ ଛିଦ୍ର କରି ପକାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି।